38ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ଲୋକମାନେ ଭୟ କଲେ,
39ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।
40ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।