ପ୍ରେରିତ 2

ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।

Acts 2:1 (UKJV) And when the day of Pentecost was fully come, they were all with one accord in one place.

1ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।

2ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍‍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,

3ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.