ପ୍ରେରିତ 21

ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍‍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।

Acts 21:16 (UKJV) There went with us also certain of the disciples of Caesarea, and brought with them one Mnason of Cyprus, an old disciple, with whom we should lodge.

14ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।

15ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମ ସହରକୁ ଯାତ୍ରା କଲୁ।

16ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍‍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।

17ଆମ୍ଭେମାନେ ଯିରୂଶାଲମ ସହରରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ବିଶ୍ୱାସୀ ଭାଇମାନେ ଆନନ୍ଦରେ ଗ୍ରହଣ କଲେ।

18ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.