ପ୍ରେରିତ 21

ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,

Acts 21:40 (UKJV) And when he had given him licence, Paul stood on the stairs, and beckoned with the hand unto the people. And when there was made a great silence, he spoke unto them in the Hebrew tongue, saying,

38ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?

39ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।

40ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.