ପ୍ରେରିତ 26

ଆଉ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।

Acts 26:32 (UKJV) Then said Agrippa unto Festus, This man might have been set at liberty, if he had not appealed unto Caesar.

30ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,

31ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।

32ଆଉ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.