35ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।
36ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍ ସାନ୍ତ୍ୱନାର ପୁତ୍ର),
37ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।