ପ୍ରେରିତ 7

ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।

Acts 7:60 (UKJV) And he kneeled down, and cried with a loud voice, Lord, lay not this sin to their charge. And when he had said this, he fell asleep.

58ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।

59ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”

60ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.