38ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।
39ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।
40କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।