ଆମୋଷ 6

ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”

Amos 6:13 (UKJV) All of you which rejoice in a thing of nothing, which say, Have we not taken to us horns by our own strength?

11କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।

12ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;

13ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”

14ଏହେତୁ ଦେଖ, ହେ ଇସ୍ରାଏଲ ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକୁ ଉଠାଇବା; ତହିଁରେ ସେମାନେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସ୍ରୋତ ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଲେଶ ଦେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.