29ସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।
30ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା।
31ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।