ଦ୍ୱିତୀୟ ବିବରଣ 1

ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,

Deuteronomy 1:3 (UKJV) And it came to pass in the fortieth year, in the eleventh month, on the first day of the month, that Moses spoke unto the children of Israel, according unto all that the LORD had given him in commandment unto them;

1ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,

2ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।

3ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,

4“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ

5ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.