ଦ୍ୱିତୀୟ ବିବରଣ 14

ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ;

Deuteronomy 14:12 (UKJV) But these are they of which all of you shall not eat: the eagle, and the vulture, and the buzzard,

10ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ।

11ତୁମ୍ଭେମାନେ ସବୁ ପ୍ରକାର ଶୁଚି ପକ୍ଷୀ ଭୋଜନ କରିପାର,

12ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ;

13ବାଜପକ୍ଷୀ ଓ ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ

14ଓ ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.