ଦ୍ୱିତୀୟ ବିବରଣ 14

ପୁଣି ଉଷ୍ଟ୍ରପକ୍ଷୀ, ତାମସ ପକ୍ଷୀ (ପେଚା), ସମୁଦ୍ର ଚିଲ ଓ ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ;

Deuteronomy 14:15 (UKJV) And the owl, and the night hawk, and the cuckoo, and the hawk after his kind,

13ବାଜପକ୍ଷୀ ଓ ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ

14ଓ ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ;

15ପୁଣି ଉଷ୍ଟ୍ରପକ୍ଷୀ, ତାମସ ପକ୍ଷୀ (ପେଚା), ସମୁଦ୍ର ଚିଲ ଓ ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ;

16ଆଉ କୋଷପକ୍ଷୀ ଓ ବଗ ଓ ଦୀର୍ଘ-ଗଳ ହଂସ;

17ପାଣିଭେଳା ଓ ଶାଗୁଣା ଓ ପାଣିକୁଆ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.