16ଆଉ କୋଷପକ୍ଷୀ ଓ ବଗ ଓ ଦୀର୍ଘ-ଗଳ ହଂସ;
17ପାଣିଭେଳା ଓ ଶାଗୁଣା ଓ ପାଣିକୁଆ
18ଓ ବଗ ଓ ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ବାଦୁଢ଼ି;
19ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡ଼ିକୁ ଭୋଜନ କରିବ ନାହିଁ।
20ତୁମ୍ଭେମାନେ ସମସ୍ତ ଶୁଚି ପକ୍ଷୀକୁୁ ଭୋଜନ କରି ପାରିବ।