1ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।
2ତହୁଁ ସଦାପ୍ରଭୁ ମୋତେ କହିଲେ,
3“ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।