ଦ୍ୱିତୀୟ ବିବରଣ 2

ସଦାପ୍ରଭୁ ମୋତେ କହିଲେ,

Deuteronomy 2:17 (UKJV) That the LORD spoke unto me, saying,

15କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା।

16ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ

17ସଦାପ୍ରଭୁ ମୋତେ କହିଲେ,

18“ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;

19ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.