ଦ୍ୱିତୀୟ ବିବରଣ 2

“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।

Deuteronomy 2:27 (UKJV) Let me pass through your land: I will go along by the high way, I will neither turn unto the right hand nor to the left.

25ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”

26ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,

27“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।

28ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;

29ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.