ଦ୍ୱିତୀୟ ବିବରଣ 25

ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।

Deuteronomy 25:19 (UKJV) Therefore it shall be, when the LORD your God has given you rest from all yours enemies round about, in the land which the LORD your God gives you for an inheritance to possess it, that you shall blot out the remembrance of Amalek from under heaven; you shall not forget it.

17ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତୁମ୍ଭକୁ ଯାହା କଲା;

18ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍‍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।

19ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.