ଦ୍ୱିତୀୟ ବିବରଣ 27

“ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Deuteronomy 27:23 (UKJV) Cursed be he that lies with his mother in law. And all the people shall say, Amen.

21“ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

22“ଯେକେହି ଆପଣା ଭଗିନୀ, ଅର୍ଥାତ୍‍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

23“ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

24“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

25“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.