ଦ୍ୱିତୀୟ ବିବରଣ 27

“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Deuteronomy 27:25 (UKJV) Cursed be he that takes reward to slay an innocent person. And all the people shall say, Amen.

23“ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

24“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

25“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

26“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.