24“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
25“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
26“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।