ଦ୍ୱିତୀୟ ବିବରଣ 33

ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।

Deuteronomy 33:29 (UKJV) Happy are you, O Israel: who is like unto you, O people saved by the LORD, the shield of your help, and who is the sword of your excellency! and yours enemies shall be found liars unto you; and you shall tread upon their high places.

27ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।

28ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।

29ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.