ଦ୍ୱିତୀୟ ବିବରଣ 4

ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;

Deuteronomy 4:44 (UKJV) And this is the law which Moses set before the children of Israel:

42ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।

43ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍‍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍‍।

44ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;

45ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।

46କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.