ଦ୍ୱିତୀୟ ବିବରଣ 9

ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”

Deuteronomy 9:29 (UKJV) Yet they are your people and yours inheritance, which you brought out by your mighty power and by your stretched out arm.

27ଅବ୍ରହାମ, ଇସ୍‌ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।

28କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’

29ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.