ଉପଦେଶକ 10

ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।

Ecclesiastes 10:19 (UKJV) A feast is made for laughter, and wine makes merry: but money answers all things.

17ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!

18ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।

19ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।

20ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନିଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.