22ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।
23ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।
24ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।