ଏଷ୍ଟର 7

ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।

Esther 7:10 (UKJV) So they hanged Haman on the gallows that he had prepared for Mordecai. Then was the king's wrath pacified.

8ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍‍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍‍ର ମୁଖ ଢାଙ୍କି ପକାଇଲେ।”

9ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।”

10ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.