ଏଷ୍ଟର 9

ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍‍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।

Esther 9:10 (UKJV) The ten sons of Haman the son of Hammedatha, the enemy of the Jews, slew they; but on the spoil laid they not their hand.

8ଓ ପୋରାଥ ଓ ଅଦଲୀୟ ଓ ଅରିଦାଥ

9ଓ ପର୍ମସ୍ତ ଓ ଅରୀଷୟ ଓ ଅରୀଦୟ ଓ ବୟିଷାଥ,

10ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍‍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।

11ଯେଉଁମାନେ ଶୂଶନ୍‍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,

12ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.