ଯାତ୍ରା ପୁସ୍ତକ 1

ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା;

Exodus 1:2 (UKJV) Reuben, Simeon, Levi, and Judah,

1ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ;

2ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା;

3ଇଷାଖର, ସବୂଲୂନ ଓ ବିନ୍ୟାମୀନ୍;

4ଦାନ୍ ଓ ନପ୍ତାଲି; ଗାଦ୍‍ ଓ ଆଶେର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.