ଯାତ୍ରା ପୁସ୍ତକ 1

ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।

Exodus 1:7 (UKJV) And the children of Israel were fruitful, and increased abundantly, and multiplied, and waxed exceeding mighty; and the land was filled with them.

5ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।

6ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।

7ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।

8ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।

9ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.