ଯାତ୍ରା ପୁସ୍ତକ 10

ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”

Exodus 10:29 (UKJV) And Moses said, You have spoken well, I will see your face again no more.

27ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।

28ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”

29ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.