ଯାତ୍ରା ପୁସ୍ତକ 2

ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”

Exodus 2:10 (UKJV) And the child grew, and she brought him unto Pharaoh's daughter, and he became her son. And she called his name Moses: and she said, Because I drew him out of the water.

8ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।

9ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।

10ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”

11କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।

12ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସରୀୟକୁ ବଧ କରି ବାଲିରେ ପୋତି ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.