ଯାତ୍ରା ପୁସ୍ତକ 20

ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।’”

Exodus 20:26 (UKJV) Neither shall you go up by steps unto mine altar, that your nakedness be not discovered thereon.

24ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।

25ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।

26ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.