ଯାତ୍ରା ପୁସ୍ତକ 21

ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।

Exodus 21:36 (UKJV) Or if it be known that the ox has used to push in time past, and his owner has not kept him in; he shall surely pay ox for ox; and the dead shall be his own.

34ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।

35ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ।

36ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.