ଯାତ୍ରା ପୁସ୍ତକ 23

ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।

Exodus 23:1 (UKJV) You shall not raise a false report: put not yours hand with the wicked to be an unrighteous witness.

1ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।

2ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍‍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;

3କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.