ଯାତ୍ରା ପୁସ୍ତକ 25

ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।

Exodus 25:39 (UKJV) Of a talent of pure gold shall he make it, with all these vessels.

37ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ

38ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।

39ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।

40ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.