ଯାତ୍ରା ପୁସ୍ତକ 25

ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,

Exodus 25:5 (UKJV) And rams' skins dyed red, and badgers' skins, and shittim wood,

3ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;

4ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,

5ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,

6ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,

7ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.