ଯାତ୍ରା ପୁସ୍ତକ 26

ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।

Exodus 26:23 (UKJV) And two boards shall you make for the corners of the tabernacle in the two sides.

21ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।

22ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।

23ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।

24ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।

25ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.