ଯାତ୍ରା ପୁସ୍ତକ 26

ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।

Exodus 26:27 (UKJV) And five bars for the boards of the other side of the tabernacle, and five bars for the boards of the side of the tabernacle, for the two sides westward.

25ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।

26ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ

27ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।

28ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇବ।

29ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.