ଯାତ୍ରା ପୁସ୍ତକ 26

ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍‍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

Exodus 26:37 (UKJV) And you shall make for the hanging five pillars of shittim wood, and overlay them with gold, and their hooks shall be of gold: and you shall cast five sockets of brass for them.

35ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।

36ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।

37ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍‍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.