ଯାତ୍ରା ପୁସ୍ତକ 30

ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।

Exodus 30:25 (UKJV) And you shall make it an oil of holy ointment, an ointment compound after the are of the apothecary: it shall be an holy anointing oil.

23“ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍‍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,

24ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍‍ ଓ ଏକ ହିନ୍‍ ଜୀତ ତୈଳ ସଂଗ୍ରହ କରିବ।

25ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।

26ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,

27ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.