1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
2“ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ
3ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି
4ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ