ଯାତ୍ରା ପୁସ୍ତକ 31

ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି

Exodus 31:3 (UKJV) And I have filled him with the spirit of God, in wisdom, and in understanding, and in knowledge, and in all manner of workmanship,

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,

2“ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ

3ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି

4ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ

5ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.