ଯାତ୍ରା ପୁସ୍ତକ 31

ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,

Exodus 31:9 (UKJV) And the altar of burnt offering with all his furniture, and the vessel that holds water and his foot,

7ଅର୍ଥାତ୍‍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,

8ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,

9ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,

10ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,

11ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.