ଯାତ୍ରା ପୁସ୍ତକ 34

ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।

Exodus 34:35 (UKJV) And the children of Israel saw the face of Moses, that the skin of Moses' face shone: and Moses put the vail upon his face again, until he went in to speak with him.

33ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ।

34ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନଗଣକୁ ତାହା କହିଲେ।

35ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.