11ଅର୍ଥାତ୍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
12ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,
13ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,
14ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,
15ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,