ଯାତ୍ରା ପୁସ୍ତକ 35

ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ

Exodus 35:32 (UKJV) And to devise curious works, to work in gold, and in silver, and in brass,

30ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।

31ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି

32ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ

33ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।

34ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.