ଯାତ୍ରା ପୁସ୍ତକ 35

ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।

Exodus 35:33 (UKJV) And in the cutting of stones, to set them, and in carving of wood, to make any manner of cunning work.

31ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି

32ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ

33ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।

34ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।

35ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.