ଯାତ୍ରା ପୁସ୍ତକ 36

ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।

Exodus 36:38 (UKJV) And the five pillars of it with their hooks: and he overlaid their capitals and their fillets with gold: but their five sockets were of brass.

36ପୁଣି, ସେ ତହିଁ ନିମନ୍ତେ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।

37ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।

38ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.