ଯାତ୍ରା ପୁସ୍ତକ 38

ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।

Exodus 38:29 (UKJV) And the brass of the offering was seventy talents, and two thousand and four hundred shekels.

27ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।

28ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।

29ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।

30ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,

31ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.